ରୁଷ ଓ ଆମେରିକା ମଧ୍ୟରେ ବୈଠକ କରିବାକୁ ହୋଇଥିବା ସହମତିକୁ ସ୍ବାଗତ କରିଛି ଭାରତ
1 min read
ନୂଆଦିଲ୍ଲୀ : ରୁଷ ଓ ଆମେରିକା ମଧ୍ୟରେ ଆସନ୍ତା ଅଗଷ୍ଟ ୧୫ ତାରିଖରେ ଆଲାସ୍କାରେ ଏକ ବୈଠକ କରିବାକୁ ହୋଇଥିବା ସହମତିକୁ ସ୍ବାଗତ କରିଛି ଭାରତ । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ହେବାକୁ ଥିବା ଏହି ବୈଠକରେ ୟୁକ୍ରେନ ଯୁଦ୍ଧ ଶେଷ ହେବାର ରାସ୍ତା ଖୋଲିବାର ସମ୍ଭାବନା ରହିଛି ବୋଲି ଭାରତ କହିଛି ।
ରୁଷ ଓ ଆମେରିକା ମଧ୍ୟରେ ଆସନ୍ତା ଅଗଷ୍ଟ ୧୫ ତାରିଖରେ ଆଲାସ୍କାରେ ଏକ ବୈଠକ କରିବାକୁ ହୋଇଥିବା ସହମତିକୁ ସ୍ବାଗତ କରିଛି ଭାରତ । ଏହି ବୈଠକରେ ୟୁକ୍ରେନ ଯୁଦ୍ଧ ଶେଷ ହେବାର ରାସ୍ତା ଖୋଲିବାର ସମ୍ଭାବନା ରହିଛି ବୋଲି ଭାରତ କହିଛି ।