January 24, 2026

ଆଇପିଏଲ ବିଜୟ ଉତ୍ସବ ପାଳନ ସମୟରେ ଦଳାଚକଟା

1 min read

ବେଙ୍ଗାଲୁରୁ: ବେଙ୍ଗାଲୁରୁ ଚିନ୍ନାସ୍ୱାମୀ ଷ୍ଟାଡିଅମ ବାହାରେ ବୁଧବାର ଦଳାଚକଟା ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫୦ରୁ ଅଧିକ ଆହତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନରେ ଭର୍ତ୍ତି କରାଯାଇଛି। ଗତକାଲି ଆଇପିଏଲ ୨୦୨୫ର ଫାଇନାଲ ମ୍ୟାଚରେ ୬ ରନରେ ପଞ୍ଜାବ କିଙ୍ଗସକୁ ପରାସ୍ତ କରି ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁକୁ ପରାସ୍ତ କରି ଟାଇଟଲ ହାସଲ କରିଥିଲା।