March 14, 2026

ଅକ୍ଟୋବର ୨୮ ତାରିଖ ରାତିରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ନିକଟରେ ସ୍ଥଳଭାଗ ଛୁଇଁବା ନେଇ ଆଶଙ୍କା

1 min read

ଆନ୍ଧ୍ରପ୍ରଦେଶ: ଭୀଷଣ ବାତ୍ୟା ‘ମୋନ୍ଥା’ ଅକ୍ଟୋବର ୨୮ ତାରିଖ ରାତିରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ନିକଟରେ ସ୍ଥଳଭାଗ ଛୁଇଁବା ନେଇ ଆଶଙ୍କା କରାଯାଉଛି। ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।

ଅକ୍ଟୋବର ୨୮ ଓ ୨୯ ତାରିଖରେ ରାଜ୍ୟର କେଉଁ ଜିଲ୍ଲାରେ କେତେ ବର୍ଷା ହେବାର ସମ୍ଭାବନା ରହିଛି ସେ ନେଇ ଅଧିକ ସୂଚନା ଦେଇଛନ୍ତି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ମନୋରମା ମହାନ୍ତି।