March 16, 2026

ଏସସିବି ଘଟଣାରେ ଗଭୀର ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

1 min read

କଟକ: କଟକ ଏସସିବି ଘଟଣାରେ ଗଭୀର ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି।