March 10, 2026

୧୫ରୁ ୨୦ ଦିନ ଭିତରେ ନୂଆ ଅବକାରୀ ନୀତି ଆସିବ

1 min read

ଭୁବନେଶ୍ଵର: ୧୫ରୁ ୨୦ ଦିନ ଭିତରେ ନୂଆ ଅବକାରୀ ନୀତି ଆସିବ। ନୂଆ ଅବକାରୀ ନୀତି ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଯେଉଁଥିପାଇଁ ମାସେ ପୁରୁଣା ଅବକାରୀ ନୀତି ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ନୂଆ ଅବକାରୀ ନୀତି ଲାଗୁ ହେବ। ଏ ନେଇ ସୂଚନା ଦେଇଛନ୍ତି ଆଇନ୍ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।