October 26, 2026

ସମ୍ଭାବ୍ୟ ବାତ୍ୟାର ମୁକାବିଲା ଲାଗି ଓଡ଼ିଶା ସରକାର ସଂପୂର୍ଣ୍ଣ ପ୍ରସ୍ତୁତ

1 min read

ସମ୍ଭାବ୍ୟ ବାତ୍ୟାର ମୁକାବିଲା ଲାଗି ଓଡ଼ିଶା ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ବୋଲି ଏସ୍‌ଆର୍‌ସି ରାଜେଶ ପ୍ରଭାକର ପାଟିଲ୍ କହିଛନ୍ତି। ବାତ୍ୟା ସଂପର୍କୀତ ସମୀକ୍ଷା ବୈଠକ ପରେ ସେ ଏହି ସୂଚନା ଦେଇଛନ୍ତି।