July 27, 2024

ସୋଆ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଅଭିଯାନ

1 min read

ଭୁବନେଶ୍ୱର : ଭାରତ ସରକାରଙ୍କ ଦ୍ୱାରା ପ୍ରବର୍ତ୍ତିତ ସ୍ୱଚ୍ଛ ଭାରତ ଅଭିଯାନ, ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସୋଆର ଛାତ୍ରଛାତ୍ରୀମାନେ ଖଣ୍ଡଗିରି ପାହାଡ଼ରେ ସଫେଇ କାର୍ଯ୍ୟକ୍ରମ ସହିତ ପର୍ଯ୍ୟଟକଙ୍କୁ ସ୍ୱଚ୍ଛତାର ଗୁରୁତ୍ୱ ବିଷୟରେ ବୁଝାଇଥିଲେ । ସୋଆ ଛାତ୍ର ମଙ୍ଗଳ ଡିନ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ସ୍ୱଚ୍ଛତାର ଗୁରୁତ୍ୱକୁ ଆଲୋକପାତ କରିଥିଲେ ।

Leave a Reply

Your email address will not be published. Required fields are marked *