July 27, 2024

ମିଶନ ଶକ୍ତି ମା’ମାନଙ୍କୁ ମିଳିବ ପେନସନ

1 min read

ପୁରୀ: ପାଣ୍ଡିଆନଙ୍କ ଦେଲେ ବଡ଼ ପ୍ରତିଶ୍ରୁତି, ମିଶନ ଶକ୍ତି ମା’ମାନଙ୍କୁ ମିଳିବ ପେନସନ ପୁରୀ କୃଷ୍ଣପ୍ରସାଦରେ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କ୍ରମରେ ବଡ଼ ଘୋଷଣା କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସେ ମୁଖ୍ୟମନ୍ତ୍ରୀଙ୍କ ୩ଟି ଦସ୍ତଖତ କଥା ଉଲ୍ଲେଖ କରିଛନ୍ତି।

Leave a Reply

Your email address will not be published. Required fields are marked *