January 17, 2025

ଜନତା ମଇଦାନରେ ରାଷ୍ଟ୍ରପତି

1 min read

ଭୁବନେଶ୍ୱର : ରାଜଭବନରୁ ବାହାରି ଜନତା ମଇଦାନରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶୁକ୍ରବାର ରାଷ୍ଟ୍ରପତି ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଆଜି ଉଦ୍‌ଯାପନୀ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେଇ କିଛି ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିବେ। ୩ ଦିନ ଧରି ଭୁବନେଶ୍ୱରରେ ଏକାଠି ହୋଇଛନ୍ତି ପ୍ରବାସୀ।