January 24, 2026

୧୦ ତାରିଖରେ ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରୋଡ଼ ସୋ

1 min read

ଭୁବନେଶ୍ଵର: ଆସନ୍ତା ୧୦ ତାରିଖରେ ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରୋଡ଼ ସୋ। ସନ୍ଧ୍ୟା ୬ ଟା ସମୟରେ ଭୁବନେଶ୍ଵରରେ ରୋଡ ସୋ କରିବେ ନରେନ୍ଦ୍ର ମୋଦୀ। ମାଷ୍ଟର କ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ଏହି ରୋଡ ସୋ ହେବ। ଏହି ରୋଡ ସୋରେ ଯୋଗ ଦେବାକୁ ବିଜେପିର ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଅଡିଓ ବାର୍ତ୍ତା ଦ୍ୱାରା ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

Leave a Reply

Your email address will not be published. Required fields are marked *