October 27, 2024

ଶପଥ ନେଲେ ବାଚସ୍ପତି ରଣେନ୍ଦ୍ର ପ୍ରତାପ

1 min read

ଭୁବନେଶ୍ୱର: ସପ୍ତଦଶ ବିଧାନସଭାର ବାଚସ୍ପତି ଭାବେ ଶୁକ୍ରବାର ଶପଥ ନେଇଛନ୍ତି ରଣେନ୍ଦ୍ର ପ୍ରତାପ ସ୍ବାଇଁ। ରାଜ୍ୟପାଳ ରଘୁବର ଦାସ ରଣେନ୍ଦ୍ରଙ୍କୁ ଶପଥ ପାଠ କରାଇଛନ୍ତି। ତେବେ ୧୮ ଓ ୧୯ରେ ନବ ନିର୍ବାଚିତ ବିଧାୟକଙ୍କୁ ରାଜ୍ୟପାଳ ଶପଥ ପାଠ କରାଇବେ। ୨୦ ତାରିଖରେ ବାଚସ୍ପତି ନିର୍ବାଚନ ମଧ୍ୟ ପରିଚାଳନା କରିବେସେ ତାଙ୍କର ଏହି ଶପଥ ପାଠରେ କହିଛନ୍ତି, ସରକାରଙ୍କ ଦ୍ୱାରା ଗଠିତ ହୋଇଥିବା ସପ୍ତଦଶ ବିଧାନସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତ ଦେଇଥିବାରୁ ଧନ୍ୟବାଦ ଜଣାଉଛି।

Leave a Reply

Your email address will not be published. Required fields are marked *