ଓଲିଉଡର ଜଣାଶୁଣା ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ
1 min read
ପିପିଲି:ବରିଷ୍ଠ ଚଳଚ୍ଚିତ୍ର ନିର୍ମାତା ତଥା ପିପିଲି ଅଞ୍ଚଳର ଶିଳ୍ପପତି ଏବଂ ସମାଜସେବୀ ରବି ସ୍ବାଇଁଙ୍କର ୭୫ବର୍ଷ ବୟସରେ ଆଜି ସକାଳ ପ୍ରାୟ ୬ଟାରେ ଚିକିତ୍ସାଧିନ ଅବସ୍ଥାରେ ବିୟୋଗ ଘଟିଛି । ସେ ଲିଭର ସୋରିଆସିସ ରୋଗରେ ପୀଡିତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।


