October 22, 2024

ଭିଜିଲାନ୍ସ ଜାଲରେ ଆରଆଇ

1 min read

ଫୁଲବାଣୀ : ଭିଜିଲାନ୍ସ ଜାଲରେ ଆରଆଇ। ଜମି ପଟ୍ଟା ବାବଦରେ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଧରାପଡ଼ିଛନ୍ତି । କନ୍ଧମାଳ ଜିଲ୍ଲା କୋଟଗଡ଼ ତହସିଲ ଦୁର୍ଗାପଙ୍ଗା ଅଞ୍ଚଳର ଆରଆଇ ଦିଲ୍ଲିପ ସାହୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।

ସୂଚନା ଅନୁଯାୟୀ, ଆରଆଇ ଜଣଙ୍କ ଜମି ପଟ୍ଟା କାଗପତ୍ର ହସ୍ତାନ୍ତରଣ କରିବା ବାବଦରେ ବେଆଇନ ଭାବେ ବ୍ୟକ୍ତିଙ୍କଠାରୁ ୫ ହଜାର ଟଙ୍କା ଦାବି କରିଥିଲେ। ଏହି ଘଟଣାକୁ ନେଇ ଭିଜିଲାନ୍ସର ଦ୍ୱାରସ୍ତ ହୋଇଥିଲେ ଅଭିଯୋଗକାରୀ। ଏହି ଘଟଣାର ଖବର ପାଇ ଭିଜିଲାନ୍ସ ଟିମ ଚଢାଉ କରିଥିଲା। ଆରଆଇ ଜଣଙ୍କ ୫ ହଜାର ଟଙ୍କା ଲାଞ୍ଚ ଟଙ୍କା ଲାଞ୍ଚ ନେବା ବେଳେ ଟଙ୍କା ସହ ତାଙ୍କୁ ଧରିଛଇ ଭିଜିଲାନ୍ସ ଟିମ। ଆରଆଇଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି।

Leave a Reply

Your email address will not be published. Required fields are marked *