ସୋମବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ
1 min read
ପୁରୀ: ସୋମବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ। ବନକଲାଗି ନୀତି ଯୋଗୁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ରାତି ୯ରୁ ୨ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଦ୍ବିତୀୟ ଭୋଗମଣ୍ଡପ ପରେ ବନକଲାଗି ନୀତି ଶେଷ ହେବ ବୋଲି ସୂଚନା ମିଳିଛି।