January 24, 2026

ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଛି

1 min read

ପୁରୀ: ଆଜି ସକାଳେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଛି। ପାଣିଆ ଆପଟ ସେବକ ପାଣି ନେବା ସମୟେ ପଡ଼ିଯିବାରୁ ବଡ଼ ମହାସ୍ନାନ ହୋଇଥିବା ଜଣାଯାଇଛି। ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହେତୁ ପ୍ରାୟ ଦୁଇ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା।

ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଛି। ପାଣିଆ ଆପଟ ସେବକ ପାଣି ନେବା ସମୟେ ପଡ଼ିଯିବାରୁ ବଡ଼ ମହାସ୍ନାନ ହୋଇଥିବା ଜଣାଯାଇଛି। ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହେତୁ ପ୍ରାୟ ଦୁଇ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା। ୭ଟା ୫୦ରେ ଅବକାଶ ନୀତି ପରଠାରୁ ଅନ୍ୟାନ୍ୟ ନୀତି ଓ ଦର୍ଶନ ବନ୍ଦ ରହିଥିଲା। ତେବେ ପରେ ପୁଣି ଶ୍ରଦ୍ଧାଳୁ ଶ୍ରୀଜୀଉଙ୍କ ଦର୍ଶନ ଆରମ୍ଭ ହୋଇଛି।
୭ଟା ୫୦ରେ ଅବକାଶ ନୀତି ପରଠାରୁ ଅନ୍ୟାନ୍ୟ ନୀତି ଓ ଦର୍ଶନ ବନ୍ଦ ରହିଥିଲା। ତେବେ ପରେ ପୁଣି ଶ୍ରଦ୍ଧାଳୁ ଶ୍ରୀଜୀଉଙ୍କ ଦର୍ଶନ ଆରମ୍ଭ ହୋଇଛି।