March 14, 2026

ଓଏସଏସସି ପକ୍ଷରୁ ସିଜିଏଲ୍ ପରୀକ୍ଷା ପାଇଁ ଆବେଦନ ଆରମ୍ଭ

1 min read

ଗ୍ରାଜୁଏଟ ଲେଭାଲ (ସିଜିଏଲ୍) ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷା ମାଧ୍ୟମରେ ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ ଖାଲିଥିବା ୧୭୩ଟି ଗ୍ରୁପ ‘ବି’ ଓ ଗ୍ରୁପ ‘ସି’ ପଦବୀ ପୂରଣ ହେବ।

ଏହି ପରୀକ୍ଷା ପାଇଁ ଏବେ ଓଏସଏସସି ପକ୍ଷରୁ ଅନଲାଇନ ଆବେଦନ ଆରମ୍ଭ ହୋଇଛି। ଆବେଦନର ଶେଷ ତାରିଖ ଡିସେମ୍ବର ୨୮।

ଆପଣମାନେ ଏହି ସିଜିଏଲ ପରୀକ୍ଷା ପାଇଁ ଆବେଦନ କରିବାକୁ ଚାହୁଁଥିଲେ, ଜାଣନ୍ତୁ କେମିତି କରିବେ ଆବେଦନ।