୨୦ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ
1 min read
ଭୁବନେଶ୍ବର: ବହୁ ପ୍ରତୀକ୍ଷିତ ଦ୍ବାଦଶ ଶ୍ରେଣୀର ପରୀକ୍ଷା ଫଳ ଆସନ୍ତା ୨୦ ତାରିଖ ଦିନ ପ୍ରକାଶ ପାଇବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ଦିନ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।