May 19, 2025

ଶେଷ ହେଲା ସପ୍ତଦଶ ବିଧାନସଭା ଅଧିବେଶନ

1 min read

CREATOR: gd-jpeg v1.0 (using IJG JPEG v62), quality = 82

ଭୁବନେଶ୍ୱର : ଶେଷ ହେଲା ସପ୍ତଦଶ ବିଧାନସଭା ଅଧିବେଶନ । ଅନିର୍ଦ୍ଧିଷ୍ଟ କାଳ ପାଇଁ ଗୃହକୁ ମୂଲତବୀ ଘୋଷଣା କଲେ ବାଚସ୍ପତି । ଆଗକୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ନଥିବାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା ଲାଗି ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ। ଯାହାକୁ ସମର୍ଥନ କରିଥିଲେ ଏକାଧିକ ବିଧାୟକ। ପରେ ବାଚସ୍ପତି ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି କରିଛନ୍ତି ବାଚସ୍ପତି ସୁରମା ପାଢୀ।