June 19, 2026

୧୨ ଟାରୁ ଚାଲିବ ଟ୍ରେନ

1 min read

ଭୁବନେଶ୍ୱର : ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଶେଷ ହୋଇଛି। ଗତକାଲି ମଧ୍ୟ ରାତ୍ରିରେ ଏହା ଭିତରକନିକାର ହବାଳିଖଟି ନେଚରକ୍ୟାମ୍ପ ନିକଟରେ ମାଡ଼ ହୋଇଥିବା ବେଳେ ଆରମ୍ଭ ହୋଇଯାଇଥିଲା ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା। ଏହି ପ୍ରକ୍ରିୟା ଆଜି ସକାଳେ ଶେଷ ହୋଇଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।