March 4, 2026

ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି

1 min read

ଭୁବନେଶ୍ୱର: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।