May 9, 2026

ଭୁବନେଶ୍ବରରେ ମର୍ମନ୍ତୁଦ ଦୁର୍ଘଟଣା

1 min read

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଆଜି ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୧୬ ନମ୍ବର ଜାତୀୟ ରାଜପଥର ଫାୟାର ଷ୍ଟେସନ ସାମ୍ନା ବ୍ରିଜ୍‌ ଉପରେ ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ଘଟିଛି।