February 14, 2026

ବ୍ୟାଟେରୀ ଅଟୋକୁ ଧକ୍କା ଦେଲା ଟ୍ରାଭେଲର

1 min read

ଭୁବନେଶ୍ୱର: ବ୍ୟାଟେରୀ ଅଟୋକୁ ଧକ୍କା ଦେଲା ଟ୍ରାଭେଲର। ଏଭଳି ଅଭାବନୀୟ ଘଟଣା ଘଟିଛି ବରଗଡ଼ ବ୍ରିଟ କଲୋନୀ ମୁଖ୍ୟ ରାସ୍ତାରେ। ଏଥିରେ ୪ ଆହତ ହୋଇଥିବା ବେଳେ ଡ୍ରାଇଭର ଥାନାରେ ଅଟକ ଅଛନ୍ତି। ଡ୍ରାଇଭର ନିଶାଶକ୍ତ ଅବସ୍ଥାରେ ଗାଡ଼ି ଚଲାଉଥିବା ଅଭିଯୋଗ ହୋଇଛି।