July 26, 2024

ବଦଳିବ କେରଳର ନାଁ, ବିଧାନସଭାରେ ପ୍ରସ୍ତାବ ପାସ୍, ଏବେ କ’ଣ କୁହାଯିବ ଜାଣନ୍ତୁ

1 min read
Lorem ipsum dolor sit amet,sed diam nonumy eirmod tempor invidunt ut labore et dolore magna aliquyam erat, At vero eos et accusam et justo duo dolores et ea rebum. Lorem ipsum dolor sit amet, no sea takimata sanctus est Lorem ipsum dolor sit amet. Stet clita kasd gubergren, no sea takimata sanctus est Lorem ipsum dolor sit amet. no sea takimata sanctus est Lorem ipsum dolor sit amet. no sea takimata sanctus est Lorem ipsum dolor sit amet. sed diam voluptua.

Photo Of Day

ତ୍ରିଭେନ୍ଦ୍ରମ: ବଦଳିଯିବ କେରଳ ରାଜ୍ୟର ନାଁ । ଏହା କେରଳରୁ ‘କେରଳମ୍’ ହେବ । ଏ ନେଇ ଏକ ପ୍ରସ୍ତାବ କେରଳ ବିଧାନସଭାରେ ଗୃହୀତ ହୋଇଛି ଓ ସରକାରୀ ଭାବେ ନାମ ପରିବର୍ତ୍ତନ କରିବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଛି ।