May 12, 2025

କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ

1 min read

ଭୁବନେଶ୍ୱର: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରହିଛି। ଏନେଇ ଗୁରୁବାର ସୂଚନା ଦେଇଛନ୍ତି ସମ୍ବଲପୁର ଜିଲାପାଳ। ଚଳିତମାସ ୧୦ ଓ ୧୧ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥାନ୍ତେ ଶାହା। ତେବେ ଏହି କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି।