ଶୁଭେନ୍ଦୁଙ୍କ ସହଯୋଗୀଙ୍କୁ ହତ୍ୟା ପରେ ପଶ୍ଚିମବଙ୍ଗ ଅଶାନ୍ତ
1 min read
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ବିଧାନସଭା ଇଲେକସନ ଓ ଭୋଟ ଗଣତି ଶେଷ ହେବା ପରେ ବି ଅଶାନ୍ତି ଲାଗି ରହିଛି। ବୁଧବାର ରାତିରେ ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କ ଘନିଷ୍ଠ ସହଯୋଗୀ ଚନ୍ଦ୍ରନାଥ ରଥଙ୍କୁ ଗୁଳି କରି ହତ୍ୟା କରାଯିବା ପରେ ପଶ୍ଚିମବଙ୍ଗରେ ଉତ୍ତେଜନା ପ୍ରକାଶ ପାଇଛି।


